ନବୀନ ନିବାସରେ ନୀତିନ୍

29

ଭୁବନେଶ୍ୱର, ୯ ।୭(ବୁ୍ୟରୋ): ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ର ଭୂପୃଷ୍ଠ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ୍ ଗଡ଼କାରୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନନିବାସରେ ସାକ୍ଷାତ କରିଛନ୍ତି । ଆଜି ଅପରାହ୍ନରେ ଶ୍ରୀ ଗଡ଼କରୀ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ସାକ୍ଷାତ କରିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରଥିବା ଜଣାପଡ଼ିଛି । ପ୍ରାୟ ୧୫ ମିନିଟ୍ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହେଉଥିଲା । ତେବେ ସାକ୍ଷାତ ସୌଜନ୍ୟମୂଳକ ଥିଲା ବୋଲି କୁହାଯାଉଛି ।




Powered by odothemes.com