ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଆରମ୍ଭ

ଭୁବନେଶ୍ୱର, ୭ା୪(ବୁ୍ୟରୋ): ନୂଆପଡା ଜିଲ୍ଲାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା । ଏଥିପାଇଁ ୫ ଜଣ ବିଶେଷଜ୍ଞ ଡାକ୍ତର ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନ ଯୋଗେ ଆସି ନୂଆପଡ଼ା ଗୌତମା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାକେନ୍ଦ୍ରରେ ଚିକିତ୍ସା ଆରମ୍ଭ କରିଛନ୍ତି । ପଞ୍ଜିକୃତ ରୋଗୀଙ୍କର ଚିକିତ୍ସା ଆରମ୍ଭ ହୋଇଛି । ଏହି ବିଶେଷ ଚିକିତ୍ସା ସେବା ପାଇଁ ରୋଗୀ ଓ ତାଙ୍କ ସମ୍ପର୍କୀୟମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଚିକିତ୍ସା ୪ ଦିନ ଧରି ·ଲିବ ବୋଲି ଜଢ଼ଣାପଡିଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *