ଆହାର ସୋସାଇଟିକୁ ୨ଠ କୋଟି

ଭୁବନେଶ୍ୱର, ୨୨ା୬(ବୁ୍ୟରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସହରାଞ୍ଚଳର ହସ୍ପିଟାଲ, ବସ୍ଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଗରିବ ଲୋକମାନେ ଏହାଦ୍ୱାରା ମାତ୍ର ୫ ଟଙ୍କାରେ ସୁଷମ ଆହାର ପାଇପାରୁଛନ୍ତି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *